Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିପର୍ମ

Odisha

ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିପର୍ମ

Rashmita Mishra
Browse all articles by Rashmita Mishra
·1 year ago
ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିପର୍ମ

ଅର୍ଗସ ବ୍ୟୁରୋ: ବଦଳିଲା ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ୟୁନିପର୍ମ । ସବୁଜ ବଦଳରେ ବାଦାମୀ ଡ୍ରେସ୍ ପିନ୍ଧିବେ ଛାତ୍ରଛାତ୍ରୀ। ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀ ପରିଧାନ ଯୋଜନାରେ ମିଳିବ ଡ୍ରେସ୍ । ସବୁ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲକୁ ବଣ୍ଟାଯିବ। ଗତ ୨୦୨୩ରେ ପୂର୍ବରୁ ଗାଢ ନୀଳ ରଙ୍ଗ ୟୁନିଫର୍ମକୁ ବଦଳାଇ ସବୁଜ ପ୍ୟାଣ୍ଟ ଓ ଚେକ ସାର୍ଟ କରିଥିଲେ । ଏବେ ନୂଆ ସରକାର ଆସିବାପରେ ପୁଣି ବଦଳିବ ୟୁନିଫର୍ମ ରଙ୍ଗ ।

ଅଧିକ ପଢନ୍ତୁ ଓଡ଼ିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The uniform of ninth and tenth standard students has changed | Argus News