Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସକାଳୁ ଷ୍ଟାଡିୟମରେ ପହଞ୍ଚି କ୍ରୀଡ଼ାବିତଙ୍କୁ ଉତ୍ସାହିତ କଲେ କେନ୍ଦ୍ରମନ୍ତ୍ରୀ

Ritu Das
Browse all articles by Ritu Das
·2 years ago
ସକାଳୁ ଷ୍ଟାଡିୟମରେ ପହଞ୍ଚି କ୍ରୀଡ଼ାବିତଙ୍କୁ ଉତ୍ସାହିତ କଲେ କେନ୍ଦ୍ରମନ୍ତ୍ରୀ

ଅର୍ଗସ ବ୍ୟୁରୋ: ସମ୍ବଲପୁର ଭି ଏସ ଏସ ଷ୍ଟାଡିୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ସକାଳୁ ଷ୍ଟାଡିୟମରେ କେନ୍ଦ୍ରମନ୍ତ୍ରୀ ପହଞ୍ଚିବା ସହିତ କ୍ରୀଡାବିତଙ୍କ ସହିତ ଆଲୋଚନା କରିବେ। ପରେ କ୍ରୀଡ଼ାବିତଙ୍କୁ ଉତ୍ସାହିତ କରିଛନ୍ତି କେନ୍ଦ୍ର ମନ୍ତ୍ରୀ। 

ସର୍ବପରେ ପଶ୍ଚିମ ଓଡିଶାର କ୍ରୀଡାବିତ ମାନଙ୍କ ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ସମ୍ବଲପୁର କ୍ରୀଡାବିତ ମାନଙ୍କ ସହ ଆଲୋଚନା କଲେ ଧର୍ମେନ୍ଦ୍ର ପ୍ରଧାନ। ନିର୍ବାଚନୀ ସମୟରେ ସକାଳୁ କ୍ରୀଡାବିତ ମାନଙ୍କୁ ଭେଟି ଆଜି ଦିନର ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The Union Minister | Argus News