ଆନ୍ଦୋଳନରୁ ଓହରିଲା ୟୁନାଇଟେଡ ଟ୍ରକ୍ ଓନର ଆସୋସିଏସନ୍ କୋଡିନେସନ୍ କମିଟି
·1 year ago

ଅର୍ଗସ ବ୍ୟୁରୋ : ଆନ୍ଦୋଳନରୁ ଓହରିଲା ୟୁନାଇଟେଡ ଟ୍ରକ୍ ଓନର ଆସୋସିଏସନ୍ କୋଡିନେସନ୍ କମିଟି। ଗୁରୁବାର ତୃତୀୟ ଥର ପାଇଁ ପରିବହନ ମନ୍ତ୍ରୀ ଓ ସଚିବଙ୍କ ସହ ଆଲୋଚୋନ ପରେ ଆନ୍ଦୋଳନକୁ ପ୍ରତ୍ୟାହାର କରିଛି ସଂଘ । ଆଜିଠାରୁ ସ୍ଵାଭାବିକ ହେବ ଟ୍ରକ୍ ଚଳାଚଳ। ଗତ ନଭେମ୍ବର 10 ତାରିଖରୁ 11 ଦଫା ଦାବି ନେଇ 13 ଜିଲ୍ଲାର ଲଘୁ ଖଣିଜ ପଦାର୍ଥ ବା ବାଲି ପରିବହନ କରୁଥିବା ଟ୍ରକ୍ ସଂଘ ଆନ୍ଦୋଳନ ଜାରି ରଖିଥିଲେ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: