Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜ୍ୟରେ ଖୁବଶୀଘ୍ର ପୂରଣ ହେବ ଖାଲି ଥିବା ଶିକ୍ଷକ ପଦ 

Manini Pattanayak
Browse all articles by Manini Pattanayak
·1 year ago
ରାଜ୍ୟରେ ଖୁବଶୀଘ୍ର ପୂରଣ ହେବ ଖାଲି ଥିବା ଶିକ୍ଷକ ପଦ 

ଭୁବନେଶ୍ୱର:  ରାଜ୍ୟରେ ଖୁବଶୀଘ୍ର ପୂରଣ ହେବ ଖାଲି ଥିବା ଶିକ୍ଷକ ପଦ । ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ପଦବୀ ଖାଲି ପ୍ରସଙ୍ଗରେ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ରାଜ୍ୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ 17 ହାଜର 761 ଶିକ୍ଷକ ପଦବୀ ଖାଲି ଅଛି ।

ଖୁବଶୀଘ୍ର 16ହଜାର 519 ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକ ପଦ ସୃଷ୍ଟି କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ  । ବିଭିନ୍ନ ସ୍କୁଲର ନିଜସ୍ୱ ଜମି ନଥିବା କଥା ମୁଖ୍ୟମନ୍ତ୍ରୀ ଅବଗତ ଅଛନ୍ତି । ସେ ଓ ରାଜସ୍ୱ ମନ୍ତ୍ରୀ ଏ ଦିଗରେ ଆଲୋଚନା କରିଛନ୍ତି ।.ବିଧାନସଭା ଅଧିବେଶନର ଆଜି ପଞ୍ଚମ ଦିନରେ ସୁରୁଖୁରୁରେ ଚାଲିଲା ପ୍ରଶ୍ନକାଳ ।  

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
The vacant posts of teachers in the state will be filled soon | Argus News