Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ଭିଜିଲାନ୍ସ 

Odisha

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ଭିଜିଲାନ୍ସ 

Manini Pattanayak
Browse all articles by Manini Pattanayak
·2 years ago
୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ଭିଜିଲାନ୍ସ 

ବୌଦ୍ଧ: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି।  ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ଆଜି ଜୈନିକ ଶିକ୍ଷୟତ୍ରୀଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ରଙ୍ଗେ ହାତ ଧରିଲା ବୌଦ୍ଧ ଭିଜିଲାନ୍ସ ।

ଶିକ୍ଷୟତ୍ରୀ ଅନୁଷୟା ନାୟକ ଙ୍କ ପ୍ରୋସିଡ଼ିଙ୍ଗ ଫାଇଲ କ୍ଲିଅର କରିବା ପାଇଁ ୪୦ ହଜାର ଟଙ୍କା ଡିମାଣ୍ଡ କରୁଥିବାରୁ ସେ ବୌଦ୍ଧ ଭିଜିଲାନ୍ସ ର ଦ୍ବାରସ୍ଥ ହୋଇଥିଲେ । ଆଜି ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ବୌଦ୍ଧ ଭିଜିଲାନ୍ସ । ଏହା ସହିତ ବରିଷ୍ଠ କିରାଣୀଙ୍କ ବାସ ଭବନରେ ମଧ୍ୟ ଭିଜିଲାନ୍ସ ବିଭାଗ ଦ୍ୱାରା ବିଭିନ୍ନ କାଗଜ ପାତ୍ର ଯାଞ୍ଚ କରୁଥିବା ବେଳେ ବିଭାଗ ପକ୍ଷରୁ ପ୍ରତିକ୍ରିୟା ମିଳିପାରି ନାହିଁ । 

ଅଧିକ ପଢନ୍ତୁ  ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Raja Festival
Sponsored
The vigilance caught him while taking a bribe of 20 thousand rupees | Argus News