Videos
|
Odisha

 ଗାଧୋଇବାକୁ ଯାଇ ପୋଖରୀରେ ବୁଡିଗଲେ ଯୁବକ 

Manini Pattanayak
Browse all articles by Manini Pattanayak
·2 years ago
 ଗାଧୋଇବାକୁ ଯାଇ ପୋଖରୀରେ ବୁଡିଗଲେ ଯୁବକ 

 ଅନୁଗୁଳ: ଅନୁଗୁଳ ଜିଲ୍ଲା ପାଲଲହଡା ଥାନା ଅନ୍ତର୍ଗତ ଜୋକପାଣି ଗ୍ରାମରେ ଅଘଟଣ। ପୋଖରୀରେ ଗାଧୋଉଥିବା ବେଳେ ପାଣିରେ ବୁଡ଼ିଯାଇ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଖମାର ଥାନା ଅନ୍ତର୍ଗତ ରୋହିରା ଗ୍ରାମର ଲିଙ୍ଗରାଜ ବେହେରା।

ଜୋକପାଣି ଗ୍ରାମରେ ଥିବା ନିଜ ସମ୍ପର୍କୀୟ ଘରକୁ ଆସିଥିଲେ।  ତେବେ ଆଜି ଗ୍ରାମର ପୋଖରୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଯାଇ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।  ପରେ ଗ୍ରାମବାସୀ ପାଲଲହଡା ପୋଲିସ କୁ ଖବର ଦେଇଥିଲେ। ଖବର ପାଇ ପାଲଲହଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଛି । 
ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
The young man went to bathe and drowned in the pond | Argus News