Videos
|
Odisha

ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

Ritu Das
Browse all articles by Ritu Das
·2 years ago
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ

ଅର୍ଗସ ବ୍ୟୁରୋ: ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅଧିନ ସାରକୋଣା ଗାଁରେ ପୋଖରୀରେ ବୁଡିଯାଇ ଯୁବକଙ୍କ ମୃତ୍ୟୁ ହୋଇଛି।ମୃତ ଯୁବକ ହେଲେ ଗୌରାଙ୍ଗ ଦାସଙ୍କ ୨୮ବର୍ଷୀୟ ପୁଅ ରମେଶ ଦାସ। ରମେଶ ଆଜି ଗାଁର ଜୈନିକ ବ୍ୟକ୍ତିଙ୍କ ପୋଖରୀରେ ଚୂନ ପକାଉ ଥିଲେ।ଚୂନ ପକାଇସାରି ଗାଧୋଇବା ସମୟରେ ବୁଡିଯାଇଥିଲେ।

ପରେ ଅଗ୍ନିଶମ ବାହିନୀର କର୍ମଚାରୀମାନେ ରମେଶଙ୍କୁ ଉଦ୍ଧାର କରି ଖଇରା ମେଡିକାଲକୁ ନେଇଥିଲେ।ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।ମୃତ ଯୁବକ ଜଣକ ଡ୍ରାଇଭର ଭାବେ କାର୍ଯ୍ୟ କରନ୍ତି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: