Videos
|
Odisha

ପୋଖରୀରେ ବୁଡିଯାଇ ଯୁବକଙ୍କ ମୃତ୍ୟୁ 

Manini Pattanayak
Browse all articles by Manini Pattanayak
·1 year ago
ପୋଖରୀରେ ବୁଡିଯାଇ ଯୁବକଙ୍କ ମୃତ୍ୟୁ 

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅଧିନ ସାରକୋଣା ଗାଁରେ ପୋଖରୀରେ ବୁଡିଯାଇ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ୨୮ବର୍ଷୀୟ ରମେଶ ଦାସ। ରମେଶ ଆଜି ଗାଁର ଜୈନିକ ବ୍ୟକ୍ତିଙ୍କ ପୋଖରୀରେ ଚୂନ ପକାଉ ଥିଲେ।

ଚୂନ ପକାଇସାରି ଗାଧୋଇବା ସମୟରେ ବୁଡିଯାଇଥିଲେ। ପରେ ଅଗ୍ନିଶମ ବାହିନୀର କର୍ମଚାରୀମାନେ ରମେଶଙ୍କୁ ଉଦ୍ଧାର କରି ଖଇରା ମେଡିକାଲକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଅଧିକ ପଢନ୍ତୁ ଓଡିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
The youth drowned in the pond | Argus News