ସର୍ବସାଧାରଣ ସ୍ଥାନରେ ହେବ ସ୍ତନ୍ୟପାନ କକ୍ଷ
·1 year ago

ଭୁବନେଶ୍ୱର: ସର୍ବସାଧାରଣ ସ୍ଥାନରେ ହେବ ସ୍ତନ୍ୟପାନ କକ୍ଷ। ଏଣିକି ସର୍ବସାଧାରଣ ସ୍ଥାନରେ ପ୍ରତିଷ୍ଠା ହେବ ସ୍ତନ୍ୟପାନ କକ୍ଷ/ସ୍ଥାନ। ସରକାରୀ କାର୍ଯ୍ୟାଳୟ, ସର୍ବସାଧାରଣ ସ୍ଥାନ, ଘରୋଇ କାର୍ଯ୍ୟାଳୟରେ ସ୍ତନ୍ୟପାନ କକ୍ଷ ସ୍ଥାପନ ହେବ ।
ଏନେଇ ଅତିରିକ୍ତ ମୁଖ୍ୟ ସଚିବଙ୍କୁ ଚିଠି ଲେଖିଲା ମହିଳା ଓ ଶିଶୁ ବିକାଶ ବିଭାଗ। ମହିଳାଙ୍କ ପାଇଁ ଏକ ଅନୁକୂଳ, ସୌହାର୍ଦ୍ଦ୍ୟପୂର୍ଣ୍ଣ କାର୍ଯ୍ୟସ୍ଥଳୀ ଯୋଗାଇବାକୁ ପରାମର୍ଶ ଦିଆଯାଇଛି। ଆରାମଦାୟକ, ଏକାନ୍ତ ଏବଂ ସ୍ଵଚ୍ଛ ସ୍ଥାନ ପ୍ରତିଷ୍ଠା କରିବା ପାଇଁ ଅନୁରୋଧ କରାଯାଇଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: