ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ରାଜଧାନୀରେ ଗେଷ୍ଟ ହାଉସ
·1 year ago·1 min read

Key Points
ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ରାଜଧାନୀରେ ଗେଷ୍ଟ ହାଉସ
ରାଜଧାନୀ ଆସିଲେ ରହିବା ପାଇଁ ହଇରାଣ ହେବା କୁ ପଡ଼ିବନି
ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ୧୦୦ କୋଠରୀର ଭବନ
ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ରାଜଧାନୀରେ ଗେଷ୍ଟ ହାଉସ। । ରାଜଧାନୀ ଆସିଲେ ରହିବା ପାଇଁ ହଇରାଣ ହେବା କୁ ପଡ଼ିବନି। ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ୧୦୦ କୋଠରୀର ଭବନ। ଅନେକ ଲୋକ ରାଜଧାନୀକୁ ସ୍ବାସ୍ଥ୍ୟ ସେବା ପାଇଁ ଆସନ୍ତି, ଶିକ୍ଷା ଲାଭ ତଥା ରାଜ୍ୟ ସରକାରଙ୍କର ଅନ୍ୟାନ୍ୟ ସୁବିଧା ପାଇବା ପାଇବା ପାଇଁ ଏଠିକୁ ଆସନ୍ତି। ଏଠି ରହିବା ପାଇଁ ସେମାନେ ହୋଟେଲ କିମ୍ବା ଅନ୍ୟା ଜାଗାରେ ରହିବା ପାଇଁ ଅନେକ ଖର୍ଚ୍ଚାନ୍ତ ହେଉଛନ୍ତି।
ତେଣୁ ଲୋକଙ୍କ ସୁବିଧା ପାଇଁ ଗେଷ୍ଟ ହାଉସ ପ୍ରସ୍ତୁତ ହେବ। ଯାହା ଦ୍ଵାରା ଲୋକ ସୁବିଧାରେ ରହି ନିଜ ଆବଶ୍ୟକୀୟ କାମ କରିପାରିବେ।ପ୍ରତି ଜିଲ୍ଲା ପାଇଁ ୧୦୦ କୋଠାରୀ ବିଶିଷ୍ଟ ଗେଷ୍ଟ ହାଉସ ହେବ। ୩୦ ଜିଲ୍ଲା ପାଇଁ ୩୦୦୦ କୋଠରି। ପ୍ରତି ଜିଲ୍ଲା ନାଆଁ ରେ ଏହାକୁ ନାମିତ କରାଯିବ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: