Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ

Swayangprajna Mishra
Browse all articles by Swayangprajna Mishra
·1 year ago
ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ

ଅର୍ଗସ ବ୍ୟୁରୋ : ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ ।  ଏ ନେଇ ଆଜି ବଡ଼ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ତାଳଚେର ଓ କନ୍ଧମାଳରେ ମେଡିକାଲ କଲେଜ ପାଇପଲାଇନରେ ଅଛି। ଅବସର ପରେ ବି ଅଧ୍ୟାପକମାନେ ମେଡିକାଲ କଲେଜରେ ପାଠ ପଢ଼ାଇବେ ।

ଅଧିକ ପଢନ୍ତୁ ଓଡିଶା ଖବର

ଦେଶ ବାହାରର ବିଭିନ୍ନ ବିଶ୍ବବିଦ୍ୟାଳୟର ଅଧ୍ୟାପକ ବି  ପାଠ ପଢାଇବେ। ଓଡ଼ିଶା ସ୍ବାସ୍ଥ୍ୟ ବିଶ୍ବ ବିଦ୍ୟାଳୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଏହା କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
There will be medical colleges in all the district headquarters of the state | Argus News