କଟକରେ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା, ଆଡଭୋକେଟ କମିଟିର ପ୍ରସ୍ତାବ
·1 year ago

ଅର୍ଗସ ବ୍ୟୁରୋ: କଟକରେ ରାବଣ ପୋଡ଼ିରେ ହେବ ନାହିଁ ବାଣ ପ୍ରତିଯୋଗିତା। କେବଳ ପରିବେଶ ଅନୁକୂଳ ବାଣ ବ୍ୟବହାର ପାଇଁ ଆଡଭୋକେଟ କମିଟିର ପ୍ରସ୍ତାବ। ରାବଣ ପୋଡ଼ି ପାଇଁ ବାଲିଯାତ୍ରା ତଳ ପଡ଼ିଆରେ ସମସ୍ତ ପ୍ରକାରର ବ୍ୟବସ୍ଥା କର। 10 ତାରିଖ ଭିତରେ ବ୍ୟବସ୍ଥା କରିବାକୁ ସିଏମସି, ଜିଲ୍ଲା ପ୍ରଶାସନକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ଟ୍ରାଫିକ ପରିଚାଳନା ପାଇଁ ଡିସିପିଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ସର୍ବଧର୍ମ ସାଧାରଣ ପରିଷଦ ପକ୍ଷରୁ ଆଗତ ଇଣ୍ଟରଭେନିଂ ପିଟିସନର ଶୁଣାଣି କରି ନିର୍ଦ୍ଦେଶ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
