Videos
|
Odisha

ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟାକୁ ନେଇ ଚର୍ଚ୍ଚା , ଏଥର ହେବ ଛାତ୍ର ସଂସଦ ନିର୍ବାଚନ

Swayangprajna Mishra
Browse all articles by Swayangprajna Mishra
·2 years ago
ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟାକୁ ନେଇ ଚର୍ଚ୍ଚା , ଏଥର ହେବ ଛାତ୍ର ସଂସଦ ନିର୍ବାଚନ

ଅର୍ଗସ ବ୍ୟୁରୋ : ରାଜ୍ୟରେ ଏଥର ହୋଇ ପାରେ ଛାତ୍ର ସଂସଦ ନିର୍ବାଚନ। ଉଚ୍ଚଶିକ୍ଷା ମନ୍ତ୍ରୀ ସୁରଜ୍ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟାକୁ ନେଇ ବଢିଲା ଚର୍ଚ୍ଚା।  ଛାତ୍ର ସଙ୍ଗଠନର ଦାବି ମହତ୍ତ୍ଵପୂର୍ଣ୍ଣ କହିବା ସହ ଛାତ୍ରଛାତ୍ରୀଙ୍କ ହିତ୍ ଉଦ୍ଦେଶ୍ୟରେ ସରକାର ନିଷ୍ପତ୍ତି ନେବେ ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୁରଜ୍ ସୂର୍ଯ୍ୟବଂଶୀ।

ଅଧିକ ପଢନ୍ତୁ : ଖାଲି ପଡ଼ିଥିବା ସ୍କୁଲରେ ଶିକ୍ଷକ ପଦବୀ ହେବ ପୂରଣ

 ପୁର୍ବରୁ ମୂଖ୍ୟମନ୍ତ୍ରୀ ମୋହନ୍ ମାଝୀଙ୍କ 15 ଦିନର ରିପୋର୍ଟ କାର୍ଡରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଚାର ବିମର୍ଶ ହୋଇଥିବା ନେଇ ହେଇଥିଲା ଚର୍ଚ୍ଚା।  ତେବେ ଚଳିତ ବର୍ଷ ଛାତ୍ରଛାତ୍ରୀଙ୍କ ନେତୃତ୍ୱ ବିକାଶ ପାଇଁ ଛାତ୍ର ସଂସଦ ନିର୍ବାଚନ ଦିଗରେ ଉଚ୍ଚଶିକ୍ଷା ବିଭାଗ ବଡ ନିଷ୍ପତ୍ତି ନେଇପାରେ ବୋଲି ସୂଚନା ମିଳିଛି। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
this time student parliament elections will be held | Argus News