Videos
|
Odisha

ପୋଖରୀରେ ବୁଡ଼ି ୩ ଶିଶୁଙ୍କ ଜବୀନ ଗଲା

Ritu Das
Browse all articles by Ritu Das
·2 years ago
ପୋଖରୀରେ ବୁଡ଼ି ୩ ଶିଶୁଙ୍କ ଜବୀନ ଗଲା

ଅର୍ଗସ ବ୍ୟୁରୋ:  କେନ୍ଦୁଝର ଜିଲ୍ଲା ହାଟଡିହ ବ୍ଲକ ଆକୁରୀ ଗ୍ରାମରେ ଅଘଟଣ ଘଟିଛି। ସ୍ଥାନୀୟ ଅଙ୍ଗନବାଡି କେନ୍ଦ୍ରରେ 3 ଜଣ ଶିଶୁଙ୍କର ମୃତ୍ୟୁ ହୋଇଛି। ସ୍ଥାନୀୟ ଅଞ୍ଚଳରେ ଖେଳୁଥିବା ବେଳେ ପୋଖରୀରେ ପଡ଼ି ମୃତ୍ୟୁ ଘଟିଛି। 

ଭଦ୍ରକ ଜିଲ୍ଲା ଆଗରପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଅଣାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Three children | Argus News