ତିନି କର୍ମଚାରୀଙ୍କୁ ଦଳି ଦେଲା ଟ୍ରକ୍
·2 years ago

ବରଗଡ : ଟ୍ରକ୍ ଧକ୍କାରେ ଚାଲିଗଲା ତିନି ଜୀବନ । ସୋହେଲା ରାୟପୁର ରୋଡ ସ୍ଥିତ ଲୁହୁରାଚଟି ପାଖରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଅଶୋକା କମ୍ପାନୀରେ କାର୍ଯ୍ୟରତ ତିନି କର୍ମଚାରୀଙ୍କୁ ଦଳି ଦେଲା ଟ୍ରକ୍ । ଘଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
ଅଧିକ ପଢନ୍ତୁ : ଦୁଇ ବାଇକ ମୁହାଁମୁହିଁ ଧକ୍କା, 3 ମୃତ
ଗତ ବିଳମ୍ବିତ ରାତିରେ ଘଟିଛି ଏହି ଦୁଃଖଦ ଘଟଣା। NH ରାସ୍ତା କଡ଼ରେ ଡ୍ୟୁଟି କରୁଥିବା ସମୟରେ ହଠାତ ତିନି କର୍ମଚାରୀଙ୍କୁ ଏକ ଟ୍ରକ୍ ଧକ୍କା ଦେଇଥିଲା ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: