Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀର ପ୍ରଭାବ

Odisha

ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀର ପ୍ରଭାବ

Ritu Das
Browse all articles by Ritu Das
·2 years ago
ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀର ପ୍ରଭାବ

ଅର୍ଗସ ବ୍ୟୁରୋ: ଆଜିଠୁ ରାଜ୍ୟରେ ବଢ଼ିବ କାଳବୈଶାଖୀର ପ୍ରଭାବ । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । 

ବଜ୍ରପାତ ଆଶଙ୍କା ଥିବାରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । କାଳବୈଶାଖୀ ଯୋଗୁଁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ମିଳିପାରେ ଆଶ୍ୱସ୍ତି । ୨୫ ତାରିଖ ଯାଏ କାଳବୈଶାଖୀ ପାଇଁ ତାପମାତ୍ରା ନିୟନ୍ତ୍ରଣରେ ରହିବ ବୋଲି ଆକଳନ କରାଯାଉଛି।

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
thunderstorm | Argus News