Videos
|
Odisha

ଆଜି ମା' ହିଙ୍ଗୁଳାଙ୍କ ନବଦିନାତ୍ମକ ଯାତ୍ରା, ମା'ଙ୍କୁ ଦର୍ଶନ କରିବେ କେନ୍ଦ୍ରମନ୍ତ୍ରୀ

Swayangprajna Mishra
Browse all articles by Swayangprajna Mishra
·2 years ago
ଆଜି ମା' ହିଙ୍ଗୁଳାଙ୍କ ନବଦିନାତ୍ମକ ଯାତ୍ରା, ମା'ଙ୍କୁ ଦର୍ଶନ କରିବେ କେନ୍ଦ୍ରମନ୍ତ୍ରୀ

ଅର୍ଗସ ବ୍ୟୁରୋ : ଆଜିଠାରୁ ଆରମ୍ଭ ହେବ ଅଗ୍ନି ରୂପା ମା ହିଙ୍ଗୁଳାଙ୍କ ନବଦିନାତ୍ମକ ଯାତ୍ରା। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ସୁବିଧା ରେ ଦର୍ଶନ ପାଇଁ ସମସ୍ତ ପ୍ରସ୍ତୁତି କରିଛି ପ୍ରଶାସନ। ମା ଙ୍କର ଉଭାସ୍ଥଳୀ ଆରମ୍ଭ କରି ମନ୍ଦିର ସବୁଠି ଶୃଙ୍ଖଳିତ ଦର୍ଶନ ପାଇଁ ସୁବନ୍ଦୋବସ୍ତ କରାଯାଇଛି। ଉପଜିଲ୍ଲାପାଳ ନିଜେ ସମସ୍ତ କାର୍ଯ୍ୟ ତଦାରଖ କରୁଥିବା ଦେଖିବାକୁ ମିଳିଛି।

ଅଧିକ ପଢନ୍ତୁ : କେନ୍ଦ୍ରମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିର ବିଶାଳ ମିଶ୍ରଣ ପର୍ବରେ ଶତାଧିକ ଲୋକଙ୍କ ଯୋଗଦାନ

 ଆଜି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମା ହିଙ୍ଗୁଳାଙ୍କ ମନ୍ଦିର ଗସ୍ତ କରିବେ। ସକାଳ 10ଟାରେ କେନ୍ଦ୍ରମନ୍ତ୍ରୀ ପହଞ୍ଚି ମା ଙ୍କ ଦର୍ଶନ ସହ ଉଭାସ୍ଥଳୀ ରେ ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Today is maa hingula's nabadinatmaka festival | Argus News