ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ପ୍ରଚାରର ଶେଷ ଦିନ
·2 years ago

ଅର୍ଗସ ବ୍ୟୁରୋ: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ପ୍ରଚାରର ଶେଷ ଦିନ। ଭୋଟରଙ୍କୁ ନିଜ ଆଡ଼କୁ ଆକର୍ଷିତ କରିବାକୁ ବିଭିନ୍ନ ଦଳର ଭରପୁର ପ୍ରୟାସ। 6 ଲୋକସଭା ଓ 42 ବିଧାନସଭା ଆସନ ପାଇଁ ପଡ଼ିବ ଭୋଟ୍।
ଆସନ୍ତା 25ରେ ମତଦାନ କରିବେ ଜନତା। ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ପୂର୍ବରୁ ପ୍ରଥମ ଏବଂ ଦ୍ବିତୀୟ ପର୍ଯ୍ୟାୟରେ 9 ଲୋକସଭା ଏବଂ 63 ବିଧାନସଭା ଆସନ ପାଇଁ ପଡ଼ିସାରିଛି ଭୋଟ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: