Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ହେଉଛି ତୃତୀୟ ଦିନ

Odisha

ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ହେଉଛି ତୃତୀୟ ଦିନ

Banajyotshna Ray
Browse all articles by Banajyotshna Ray
·1 year ago
ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ହେଉଛି ତୃତୀୟ ଦିନ

ଅର୍ଗସ ବ୍ୟୁରୋ:  ବିଧାନସଭା ଶୀତକାଳୀନ ଅଧିବେଶନର ଆଜି ହେଉଛି ତୃତୀୟ ଦିନ । ଆଜି ପ୍ରଶ୍ନକାଳରେ ବାଣିଜ୍ୟ ଓ ପରିବହନ, ସୂଚନା ଓ ଲୋକସମ୍ପର୍କ, ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା, ଯୋଜନା ସଂଯୋଜନା,ଖଣି ଇସ୍ପାତ,ଜଳ ସମ୍ପଦ ବିଭାଗ ରହିଛି । ପ୍ରଶ୍ନକାଳ ସ୍ବଭାବିକ ଭାବେ ଚାଲିଲେ ଏହି ସବୁ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରଶ୍ନ ଉତ୍ତର ଆସିବ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Today is the third day of the winter session of the Legislative Assembly | Argus News