Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଧାଦାମୋଦର ବେଶ, ସକାଳୁ ହବିଷ୍ୟାଳିଙ୍କ ଭିଡ

Swayangprajna Mishra
Browse all articles by Swayangprajna Mishra
·1 year ago
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଧାଦାମୋଦର ବେଶ, ସକାଳୁ  ହବିଷ୍ୟାଳିଙ୍କ ଭିଡ

ଅର୍ଗସ ବ୍ୟୁରୋ : ପୁରୀ ସହରରେ ଘନ କୁହୁଡ଼ିର ଆସ୍ତରଣ ।  ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଦର୍ଶନ କରିବାକୁ ହଜାରହଜାର ହବିଷ୍ୟାଳିଙ୍କ ସକାଳୁ ସକାଳୁ ଭିଡ଼ । ଏହାରି ଭିତରେ ଆଜି ପୁରୀରେ ପ୍ରଥମ କୁହୁଡିର ଅନୁଭବ ହୋଇଛି।

ଅଧିକ ପଢନ୍ତୁ : ପବିତ୍ର ଦୀପାବଳି; ଶ୍ରୀକ୍ଷେତ୍ରରେ ପୟା ଶ୍ରାଦ୍ଧ ଦେବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼

କୁହୁଡିର ପ୍ରଥମ ସ୍ପର୍ଶରେ ଶ୍ରୀମନ୍ଦିର ନୀଳଚକ୍ର ସମ୍ପୂର୍ଣ୍ଣ ଦୃଶ୍ୟମାନ ହେଉନାହାନ୍ତି। କୁହୁଡିର ଚାଦରରେ ଘୋଡେଇ ହୋଇଛି ସମ୍ପୂର୍ଣ୍ଣ ଶ୍ରୀମନ୍ଦିର ଓ ଶ୍ରୀମନ୍ଦିର ନୀଳଚକ୍ର। ଆଜିଠାରୁ ମଧ୍ୟ ଶୀତର ପ୍ରଥମ ଅନୁଭୂତି ପୁରୀରେ ଦେଖିବାକୁ ମିଳିଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today lord jagannath's radhamadhab getup will be held in puri | Argus News