ଆଜି ମହାପ୍ରଭୁ ଜଗନ୍ନାଥଙ୍କ ବାଙ୍କଚୁଡ଼ ବେଶ
·1 year ago

ଅର୍ଗସ ବ୍ୟୁରୋ: ଆଜି ମହାପ୍ରଭୁ ଜଗନ୍ନାଥଙ୍କ ବାଙ୍କଚୁଡ଼ ବେଶ । ପଞ୍ଚୁକର ଦ୍ୱାଦଶୀ ତିଥିରେ ଭକ୍ତ ମାନେ ମହାପ୍ରଭୁଙ୍କୁ ବାଙ୍କଚୂଡ଼ ବେଶରେ ଦର୍ଶନ କରିବାର ସୁଯୋଗ ପାଇବେ। ମହାପ୍ରଭୁଙ୍କ ଏହି ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ଥିବାରୁ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ଗହଳି ଲାଗି ରହିଛି। ମହାପ୍ରଭୁଙ୍କର ଆଜିର ଏହି ବେଶ ଓ ନୀତିକାନ୍ତିକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: