Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ମନ୍ମଥ ରାଉତରାୟ

Jitendra Dash
Browse all articles by Jitendra Dash
·2 years ago·1 min read
ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ମନ୍ମଥ ରାଉତରାୟ

ଅର୍ଗସ ବ୍ୟୁରୋ : ଶଙ୍ଖ ଭବନରେ ସୁରଙ୍କ ପୁଅ । ଆଜି ବିଜେଡ଼ିରେ ସାମିଲ ହୋଇଛନ୍ତି କ୍ୟାପଟେନ ମନ୍ମଥ ରାଉତରାୟ । ନିଜ ହଜାର ହଜାର ସମର୍ଥକଙ୍କୁ ଧରି ବିରାଟ ପଟୁଆରରେ ଆସି ଶଙ୍ଖ ଭବନରେ ପହଞ୍ଚିଥିଲେ । ଆଜି ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି ମନ୍ମଥ ରାଉତରାୟ । ଶଙ୍ଖ ଭବନରେ ପହଞ୍ଚି ମନ୍ମଥ କହିଛନ୍ତି, ନବୀନନଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛି । ଏହା ମୋ ପାଇଁ ଗର୍ବର ମୁହୂର୍ତ୍ତ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଅନ୍ୟପଟେ ମନ୍ମଥ ବିଜେଡି ଟିକେଟରୁ ଜଟଣୀରୁ ଲଢିପାରନ୍ତି ବୋଲି ଚର୍ଚ୍ଚା ହେଉଛି । ଏପରିକି ଭୁବନେଶ୍ୱର ଲୋକସଭା ଆସନରେ ମଧ୍ୟ ମନ୍ମଥଙ୍କୁ ଦଳ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ଜୋର ଧରିଛି । ତେବେ ମନ୍ମଥ ବିଜେଡିରେ ମିଶିବା ପରେ ତାଙ୍କୁ ଦଳ କଣ ଦାୟିତ୍ୱ ଦେଉଛି ତାହା ଉପରେ ସମସ୍ତଙ୍କର ନଜର ରହିବ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Today, Manmath routray joined BJD | Argus News