|
logo
Live

Argus News - ଆଜି ବାତ୍ୟା ପ୍ରଭାବିତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

Odisha

ଆଜି ବାତ୍ୟା ପ୍ରଭାବିତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

Banajyotshna Ray
Browse all articles by Banajyotshna Ray
·1 year ago
ଆଜି ବାତ୍ୟା ପ୍ରଭାବିତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଅର୍ଗସ ବ୍ୟୁରୋ:  ଆଜି ବାତ୍ୟା ପ୍ରଭାବିତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସନ୍ଧ୍ୟାରେ  କରିବେ ବାତ୍ୟା କ୍ଷୟକ୍ଷତିର ସମୀକ୍ଷା । ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ନେବେ ରାଜ୍ୟ ସରକାର । ସେପଟେ ରାଜସ୍ବ ଓ ବିପର୍ଯୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି । । 48 ଘଣ୍ଟାରେ ଆକଳନ ଶେଷ କରି ୭ ଦିନ ଭିତରେ ସହାୟତା ଯୋଗାଇ ଦିଆଯିବାକୁ ଚେଷ୍ଟା କରାଯିବ । ଘର ଭାଙ୍ଗିଥିବା ଲୋକଙ୍କୁ ପକ୍କା ଘର ଦେବା ପାଇଁ ନିଷ୍ପତ୍ତି ହୋଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ଆଜି ବାତ୍ୟା ପ୍ରଭାବିତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ | Argus News