Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜଧାନୀର ଗଛ ଗଣେଶ, ଫୋକସରେ ପରିବେଶ ସୁରକ୍ଷା

Banajyotshna Ray
Browse all articles by Banajyotshna Ray
·1 year ago
ରାଜଧାନୀର ଗଛ ଗଣେଶ, ଫୋକସରେ ପରିବେଶ ସୁରକ୍ଷା

ଅର୍ଗସ ବ୍ୟୁରୋ: ରାଜଧାନୀର ଗଛ ଗଣେଶ, ଫୋକସରେ ପରିବେଶ ସୁରକ୍ଷା। ପରିବେଶ ସୁରକ୍ଷାର ବାର୍ତ୍ତା ନେଇ ଗଛ ଗଣେଶ ପୂଜା କରିଛି ବକୁଳ ଫାଉଣ୍ଡେସନ । ପ୍ରତିବର୍ଷ ପରି ଚଳିତ ବର୍ଷ ବିଜୁ ପଟ୍ଟନାୟକ ପାର୍କରେ ଗଛରେ ଗଣେଶଙ୍କ ସ୍ୱରୂପ କରି ପୂଜା କରାଯାଇଛି । ପ୍ରକୃତିକୁ ସୁହାଇଲା ପରି ଗଣେଶଙ୍କୁ ସୁସଜ୍ଜିତ କରାଯାଇଥିବା ବେଳେ ବାଉଁଶରେ ତିଆରି କାନରେ ବେଶ ସୁନ୍ଦର ଲାଗୁଛନ୍ତି ଗଜାନନ । ପରିବେଶ ପ୍ରକୃତି ଭିତରେ ଥିବା ସମ୍ପର୍କକୁ ସୁଦୃଢ଼ କରିବାକୁ ଯାଇ ଅଗ୍ରପୂଜ୍ୟଙ୍କୁ ଏଭଳି ନିଆରା ଢଙ୍ଗରେ ଗଛର ପ୍ରତିକୃତିରେ ପୂଜା କରାଯାଉଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Tree Ganesh in bhubaneswar , Environmental Protection in Focus | Argus News