Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପିରେ ମିଶିଲେ ତ୍ରିନାଥ ଗମାଙ୍ଗ

Odisha

ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପିରେ ମିଶିଲେ ତ୍ରିନାଥ ଗମାଙ୍ଗ

Banajyotshna Ray
Browse all articles by Banajyotshna Ray
·2 years ago
ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପିରେ ମିଶିଲେ ତ୍ରିନାଥ ଗମାଙ୍ଗ

ଅର୍ଗସ ବ୍ୟୁରୋ: ବିଜେପିରେ ମିଶିଲେ ବିଜେଡ଼ି ନେତା ତଥା ପୂର୍ବତନ ଗୁଣୁପୁର ବିଧାୟକ ତ୍ରିନାଥ ଗମାଙ୍ଗ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସମର୍ଥକ ମାନଙ୍କ ସହ ପଦ୍ମ ଶିବିରରେ ସାମିଲ ହୋଇଛନ୍ତି । ଏହାସହ ଯାଜପୁର ଅଞ୍ଚଳର ଯୁବ ସମାଜସେବୀ ଦୀପ୍ତି ରଞ୍ଜନ ମହାରଣା ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଉଭୟ ବିଜେପିରେ ଯୋଗ ଦେଇଛନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Trinath Gamang joined the BJP in the presence of Manmohan Samal | Argus News