ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ଗୁଳିକରି ହତ୍ୟା ଅଭିଯୋଗ
·2 years ago

ଅର୍ଗସ ବ୍ୟୁରୋ : ଝାରସୁଗୁଡ଼ାରେ ଟ୍ରିପଲ୍ ମର୍ଡର । ଝାରସୁଗୁଡ଼ାରେ ୩ ଜଣଙ୍କୁ ହତ୍ୟା ଅଭିଯୋଗ । ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ଗୁଳିକରି ହତ୍ୟା ଅଭିଯୋଗ । ବାଣୀପାହାଡ଼ ଜଙ୍ଗଲ ପାଖରେ କାର୍ରେ ବସିଥିବା ବେଳେ ଗୁଳିମାଡ଼ । ଲଖନପୁର ଥାନା ଆଦର୍ଶ ବିଦ୍ୟାଳୟ ପାଖ ବାଣୀପାହାଡ଼ ଜଙ୍ଗଲ । ସମସ୍ତ ମୃତକଙ୍କ ଘର ବ୍ରଜରାଜନଗରରେ ହୋଇଥିବା ସୂଚନା ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: