Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Argus Whatsapp Channel Mobile Top

Argus News - ଟୁଟୁ ନାୟକଙ୍କ ଜାମିନ ଶୁଣାଣି ଘୁଞ୍ଚିଲା 

Odisha

ଟୁଟୁ ନାୟକଙ୍କ ଜାମିନ ଶୁଣାଣି ଘୁଞ୍ଚିଲା 

Smruti Parija
Browse all articles by Smruti Parija
·2 years ago
ଟୁଟୁ ନାୟକଙ୍କ ଜାମିନ ଶୁଣାଣି ଘୁଞ୍ଚିଲା 

ଭୁବନେଶ୍ୱର:  ପ୍ରଯୋଜକ ଟୁଟୁ ନାୟକଙ୍କ ଜାମିନ ଶୁଣାଣି ଘୁଞ୍ଚିଲା । ୮ ତାରିଖରେ ହେବ ଜାମିନ ଆବେଦନର ଶୁଣାଣି । ଗତ ଶନିବାର ଜାମିନ ଆବେଦନ ଶୁଣାଣୀକୁ ସଂରକ୍ଷିତ ରଖିଥିଲେ କୋର୍ଟ । SDJM କୋର୍ଟରେ ଜାମିନ ନେଇ ପୁନଃ ଶୁଣାଣି ହେବ । 

ତୁମେ ମୋର ଝିଅ ବୟସର ହେବ.. ଟୁଟୁ ନାୟକଙ୍କ ମେସେଜ ହେଉଛି ଭାଇରାଲ

୧୪ ଦିନିଆ ବିଚାର ବିଭାଗୀୟ ହାଜତରେ ଅଛନ୍ତି ଟୁଟୁ ନାୟକ । ଦଫା ୩୫୪, ୩୪୧, ୩୨୩, ୨୯୪ ରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି । 'ପ୍ରଥା' ଫିଲ୍ମର ପ୍ରିମିୟର ବେଳେ ଶ୍ରୀୟା ସ୍ବାତୀ କମ୍ପ୍ଲେକ୍ସ ଭିତରେ ଘଟିଥିଲା ଘଟଣା । ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ନେଇ ଖାରବେଳନଗର ଥାନାରେ ହୋଇଥିଲା ମାମଲା । ଘଟଣାର ତଦନ୍ତ କରି ଟୁଟୁଙ୍କୁ ଗିରଫ କରିଥିଲା ପୋଲିସ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
tutu-nayak-bail-hering-extents | Argus News