Videos
|
Odisha

ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଜଣେ ମୃତ

Ritu Das
Browse all articles by Ritu Das
·1 year ago
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ଜଣେ ମୃତ

ଅର୍ଗସ ବ୍ୟୁରୋ: ଚମ୍ପୁଆ ବ୍ଲକ  ଭଣ୍ଡା ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଭଣ୍ଡା ଗ୍ରାମର ହରେକୃଷ୍ଣ ମୁଣ୍ଡା। 

ଦୁର୍ଘଟଣା ଘଟାଇଥିବା ଅନ୍ୟ ବାଇକ୍ ଘଟଣାସ୍ଥଳରୁ ଫେରାର ହୋଇଯାଇ ଥିବା ବେଳେ ଖବର ପାଇ ବାରିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Two bikes | Argus News