ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ, ଦର୍ଶନ କଲେ ମା' ସମଲେଶ୍ଵରୀଙ୍କୁ
·2 years ago

ଅର୍ଗସ ବ୍ୟୁରୋ : ସମ୍ବଲପୁରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ଭୋରରୁ କେନ୍ଦ୍ରମନ୍ତ୍ରୀ ଟ୍ରେନ ଯୋଗେ ସମ୍ବଲପୁରରେ ପହଞ୍ଚିଥିଲେ । ପରେ ସମଲେଶ୍ଵରୀଙ୍କ ମନ୍ଦିର ଯାଇ ମା'ଙ୍କ ଦର୍ଶନ କରିଛନ୍ତି । ଆଜି ସମ୍ବଲପୁରରେ ଥିବା ସ୍ବାଧୀନତା ସଂଗ୍ରାମୀଙ୍କ ସମ୍ମାନ ସଭାରେ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: