Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ସମ୍ବଲପୁର ଆସୁଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Jitendra Dash
Browse all articles by Jitendra Dash
·2 years ago
ଆଜି ସମ୍ବଲପୁର ଆସୁଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅର୍ଗସ ବ୍ୟୁରୋ : ଆଜି ସମ୍ବଲପୁର ଆସୁଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମାନେଶ୍ବର ବ୍ଲକରେ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହେବେ କେନ୍ଦ୍ରମନ୍ତ୍ରୀ । ଏହାପରେ ଅପରାହ୍ନରେ ବେଦିକ ସ୍କୁଲକୁ ଯିବା ସହ ସଂଧ୍ୟାରେ ଶ୍ରାମଦ କଥା ଭାଗବତ କାର୍ଯ୍ୟକ୍ରମରେ ସାମିଲ ଯୋଗ ଦେବେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Union Education Minister Dharmendra Pradhan is coming to Sambalpur today | Argus News