Videos
|
Odisha

ଆଜି ଦିନିକିଆ ଢ଼େଙ୍କାନାଳ ଗସ୍ତରେ ଆସୁଛନ୍ତି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Rashmita Mishra
Browse all articles by Rashmita Mishra
·1 year ago
ଆଜି ଦିନିକିଆ ଢ଼େଙ୍କାନାଳ ଗସ୍ତରେ ଆସୁଛନ୍ତି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅର୍ଗସ ବ୍ୟୁରୋ: ଆଜି ଦିନିକିଆ ଢ଼େଙ୍କାନାଳ ଗସ୍ତରେ ଆସୁଛନ୍ତି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଦିନ ଏଗାରଟା ସମୟରେ ମଙ୍ଗଳପୁର ସ୍କୁଲର ସୁବର୍ଣ୍ଣ ଜୟନ୍ତୀ ଉତ୍ସଵ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ସେ ଢ଼େଙ୍କାନାଳ ଯାଇ ସେଠାରେ ସର୍କିଟ ହାଉସରେ କିଛି ସମୟ ରହିବେ। ଅପରାହ୍ନ ତିନିଟାରେ ଢ଼େଙ୍କାନାଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ବୈଠକରେ ଯୋଗଦେଇ ଜିଲ୍ଲାର ବିଭିନ୍ନ ଦିଗ ପ୍ରତି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

ଅଧିକ ପଢନ୍ତୁ ଓଡିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Union Education Minister Dharmendra Pradhan is on a daily visit to Dhenkanal today | Argus News