Videos
|
Odisha

'ନାଁ ବଦଳିବା ମୋର ବ୍ୟକ୍ତିଗତ ମତ, ଏହା ଉପରେ ବିତର୍କ ଆବଶ୍ୟକ'

Smruti Parija
Browse all articles by Smruti Parija
·2 years ago
'ନାଁ ବଦଳିବା ମୋର ବ୍ୟକ୍ତିଗତ ମତ, ଏହା ଉପରେ ବିତର୍କ ଆବଶ୍ୟକ'

କଟକ: ରେଭେନ୍ସା ନାଁ ବଦଳିବା ଦରକାର କହିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରେଭେନ୍ସା ବିଶ୍ବବିଦ୍ୟାଳୟର ନାମ ପରିବର୍ତ୍ତନ ହେବାର ଆବଶ୍ୟକତା ରହିଛି । ଯେଉଁ ରେଭେନ୍ସାଙ୍କ ନାଁରେ ଏହା ହୋଇଛି, ତାଙ୍କ ଭୂମିକା କ'ଣ ଥିଲା I ନାଁ ବଦଳିବା ମୋର ବ୍ୟକ୍ତିଗତ ମତ, ଏହା ଉପରେ ବିତର୍କ ଆବଶ୍ୟକ I ଓଡ଼ିଶାର ବୁଦ୍ଧିଜୀବୀମାନେ ଏହା ଉପରେ ଚିନ୍ତା କରିବା ଉଚିତ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଆହୁରି ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: