Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସମସ୍ତଙ୍କୁ ଧନ୍ୟବାନ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Banajyotshna Ray
Browse all articles by Banajyotshna Ray
·2 years ago
ସମସ୍ତଙ୍କୁ ଧନ୍ୟବାନ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅର୍ଗସ ବ୍ୟୁରୋ: ସମ୍ବଲପୁରର ଜନତାଙ୍କ ସେବା କରିବା ସହ ସେମାନଙ୍କ ସ୍ନେହ ଓ ଆଶୀର୍ବାଦ ପାଇବା ପାଇଁ ମୋ ଉପରେ ବିଶ୍ୱାସ କରିଥିବାରୁ ଆଦରଣୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହ ମନ୍ତ୍ରୀ ଅମିତ ଶାହା, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ କେନ୍ଦ୍ରୀୟ ନିର୍ବାଚନ କମିଟିକୁ କୋଟି କୋଟି କୃତଜ୍ଞତା ଦେଇଛନ୍ତି । ମା’ ସମଲେଇଙ୍କ ପବିତ୍ର ଭୂମି ସମ୍ବଲପୁରକୁ ପ୍ରତିନିଧିତ୍ୱ କରିବାର ସୁଯୋଗ ମିଳିବା ମୋ ପାଇଁ ବଡ଼ ସୌଭାଗ୍ୟର ବିଷୟ । ମୋଦିଜୀଙ୍କ ଗ୍ୟାରେଣ୍ଟି, ୧୦ ବର୍ଷର ଟ୍ରାକ୍ ରେକର୍ଡ ଏବଂ କାର୍ଯ୍ୟକର୍ତ୍ତାଙ୍କ କଠିନ ପରିଶ୍ରମ ଜରିଆରେ ଆମେ ସମ୍ବଲପୁର ସମେତ ସମଗ୍ର ଦେଶରେ ନାଗରିକଙ୍କ ଭୋଟ୍ ଏବଂ ବିଶ୍ୱାସ ଜିତିବୁ । ଟ୍ୱିଟ କରି ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Union Education Minister Dharmendra Pradhan thanked everyone | Argus News