Videos
|
Odisha

ଚିଡ଼ିଆଖାନାରେ ମର୍ଣ୍ଣିଂ ୱାକ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Banajyotshna Ray
Browse all articles by Banajyotshna Ray
·1 year ago
ଚିଡ଼ିଆଖାନାରେ ମର୍ଣ୍ଣିଂ ୱାକ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Key Points

ଚିଡ଼ିଆଖାନାରେ ମର୍ଣ୍ଣିଂ ୱାକ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ବୁଲିବା ସହ ଲୋକଙ୍କ ସମସ୍ୟା ବୁଝିଛନ୍ତି

ସମ୍ବଲପୁର ଚିଡ଼ିଆଖାନାରେ ମର୍ଣ୍ଣିଂ ୱାକ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଡିଅର ପାର୍କ, ଉଦ୍ଭିଦ ଉଦ୍ୟାନ ବୁଲିବା ସହ ସାଧାରଣ ଲୋକଙ୍କ ସହ ବିଭିନ୍ନ ସମସ୍ୟାକୁ ନେଇ ଆଲୋଚନା କରିଛନ୍ତି। ଏହା ସହ ସମ୍ବଲପୁର ଚିଡ଼ିଆଖାନାର ବିଭିନ୍ନ ସମସ୍ୟା ଓ ନୂଆ ଜୀବଜନ୍ତୁ ଅଣାଯିବା ନେଇ ସରକାରୀ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ସମ୍ୱଲପୁରର ଜିଲ୍ଲାପାଳ, IG, SPଙ୍କ ସହ ବିଭିନ୍ନ ସରକାରୀ ଅଧିକାରୀ ମର୍ଣ୍ଣିଂ ୱାକରେ ସାମିଲ ହୋଇଥିଲେ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
union-education-minister-dharmendra-pradhan-took-a-morning-walk-at-the-zoo | Argus News