Videos
|
Odisha

ସମ୍ବଲପୁର ଗସ୍ତରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Ritu Das
Browse all articles by Ritu Das
·1 year ago
ସମ୍ବଲପୁର ଗସ୍ତରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅର୍ଗସ ବ୍ୟୁରୋ: ସମ୍ବଲପୁର ଗସ୍ତରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କର ସମ୍ବଲପୁରରେ ବିଭିନ୍ନ କାର୍ଯକ୍ରମରେ ଯୋଗ ଦେବାର କର୍ଯ୍ୟକ୍ରମ ରହିଛି। 

ପ୍ରଥମେ ମା' ସମଲେଶ୍ବରୀ ମନ୍ଦିର ପ୍ରାଙ୍ଗଣରେ ବିଭିନ୍ନ ପ୍ରକାର କର୍ଯ୍ୟର ତଦାରଖ କରିବା ସହ ମା ସମଲେଶ୍ବରୀ ମନ୍ଦିରରେ ପରିବାର ସହ ଦର୍ଶନ କରି ପୂଜାର୍ଚ୍ଚନା କରିବାସହ ସମ୍ବଲପୁର ବାସୀଙ୍କ ମଙ୍ଗଳ କାମନା କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Union Education | Argus News