Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବରଗଡ଼ ଗସ୍ତରେ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ଧର୍ମେନ୍ଦ୍ର

Banajyotshna Ray
Browse all articles by Banajyotshna Ray
·2 years ago
ବରଗଡ଼ ଗସ୍ତରେ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ଧର୍ମେନ୍ଦ୍ର

ଅର୍ଗସ ବ୍ୟୁରୋ:  ଓଡ଼ିଶା ଗସ୍ତରେ ଆଜି ସମ୍ବଲପୁରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରେଳ ଷ୍ଟେସନରେ ପହଞ୍ଚିବା ପରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ବରେଇପଲି ଓ ମନ୍ଦଲିଆଠାରେ ଛଟ ପୂଜାରେ ସାମିଲ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ । ଶ୍ରଦ୍ଧାଳୁଙ୍କ ସହ ମିଶି ପୂଜାର୍ଚ୍ଚନା କରିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଏହାପରେ ବରଗଡ଼ ଗସ୍ତରେ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Union Minister Dharmendra Pradhan arrived in Sambalpur today on his visit to Odisha | Argus News