|
logo
Live
Argus News App
GET APP

Argus News - ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Odisha

ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Ritu Das
Browse all articles by Ritu Das
·2 years ago
ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅର୍ଗସ ବ୍ୟୁରୋ: ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗତକାଲି ରାତିରେ ସମ୍ବଲପୁର ପହଞ୍ଚିବା ପରେ ଆଜି ମା’ ସମଲେଇଙ୍କ ଦର୍ଶନ କରିଛନ୍ତି ଧର୍ମେନ୍ଦ୍ର । ସମ୍ବଲପୁର ଲୋକସଭା ଆସନ ପାଇଁ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ଘୋଷଣା ହେବା ପରେ ପ୍ରଥମ ଥର ପାଇଁ ସମ୍ବଲପୁର ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ । ମା ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି କେନ୍ଦ୍ରମନ୍ତ୍ରୀ । 

ଏହାପରେ ଡାଇରିଆରେ ଆକ୍ରାନ୍ତ ହୋଇ ବୁର୍ଲା ମେଡିକାଲରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କୁ ଭେଟିବେ ଧର୍ମେନ୍ଦ୍ର ପ୍ରଧାନ । ପରେ ଜିଲ୍ଲା ବିଜେପି କାର୍ଯ୍ୟାଳୟରେ କର୍ମୀଙ୍କ ସହ ହୋଲି ଖେଳିବାର କାର୍ଯ୍ୟକ୍ରମ ରହିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | Argus News