Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Swayangprajna Mishra
Browse all articles by Swayangprajna Mishra
·2 years ago
ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅର୍ଗସ ବ୍ୟୁରୋ : ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଗସ୍ତ ସମୟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ । କଟକ କଲେଜ ଛକ ମଙ୍ଗଳା ମନ୍ଦିର ଓ୍ବାର୍ଡ ନଂ ୩୯ ରେ ଅଯୋଧ୍ୟା ଅକ୍ଷତ କଳସ ଯାତ୍ରା କାର୍ଯ୍ୟକ୍ରମ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

ଅଧିକ ପଢନ୍ତୁ ଓଡିଶା ଖବର

ଏହା ସହ ମହାଙ୍ଗାରେ ଯୁବା ସଂକଳ୍ପ ସମାବେଶ ଓ ଜାତୀୟ ଯୁବ ଦିବସ ଉତ୍ସବରେ ସାମିଲ ହେବେ ଓ ପରେ ଅନୁଗୁଳ ଜିନ୍ଦଲନଗରରେ କେନ୍ଦ୍ରମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Union Minister Dharmendra Pradhan is coming to Odisha today | Argus News