Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ବାରବାଟୀ ମ୍ୟାଚ୍‌ର ମଜା ନେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Odisha

ବାରବାଟୀ ମ୍ୟାଚ୍‌ର ମଜା ନେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Ritu Das
Browse all articles by Ritu Das
·1 year ago
ବାରବାଟୀ ମ୍ୟାଚ୍‌ର ମଜା ନେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅର୍ଗସ ବ୍ୟୁରୋ: ଫେବୃଆରୀ ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଦିନିକିଆ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହେବ। ଏହାକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ ଉତ୍ସୁକତା ଦେଖାଦେଇଛି। ବଡ଼ ବଡ଼ ରାଜନେତା ଏହି ମ୍ୟାଚ୍‌ ପାଇଁ ଟିକେଟ୍‌ କିଣୁଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାରବାଟୀ ମ୍ୟାଚ୍‌ ପାଇଁ ଟିକେଟ କିଣିଛନ୍ତି। ଗୁରୁବାର ସମ୍ବଲପୁରରେ ଓଡ଼ିଶା କ୍ରିକେଟ ଆସୋସିଏସନର ସଦସ୍ୟମାନେ ଭେଟିଛନ୍ତି ।


କ୍ରିକେଟ ମ୍ୟାଚର ଆୟୋଜନ ଓ ବ୍ୟବସ୍ଥା ଉପରେ ଆଲୋଚନା କରିଛନ୍ତି ଧର୍ମେନ୍ଦ୍ର। ସୂଚନାଯୋଗ୍ୟ, ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଆସନ୍ତା ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Union Minister Dharmendra Pradhan will enjoy the barabati match | Argus News