Videos
|
Odisha

ବିରୋଧୀ ଦଳ ନେତାଙ୍କ ମନ୍ତବ୍ୟ ଉପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା

Rashmita Mishra
Browse all articles by Rashmita Mishra
·1 year ago
ବିରୋଧୀ ଦଳ ନେତାଙ୍କ ମନ୍ତବ୍ୟ ଉପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା

ଅର୍ଗସ ବ୍ୟୁରୋ: ସେପଟେ ବିଜେପି ମିଛ କହୁଥିବା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ମନ୍ତବ୍ୟ ଉପରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା। ରାଜନୀତିରେ ଜୟ ପରାଜୟ ଲାଗି ରହେ । ଜୟରେ ବହୁତ ଉନ୍ମାଦିତ ଏବଂ ପରାଜୟରେ ହତୋତ୍ସାହିତ ହେବାର ଆବଶ୍ୟକତା ନାହିଁ । ପୂର୍ବରୁ ବିଜେପି ବହୁତ ଥର ହାରିଛି, ଦେଶରେ 2ଟି ଲୋକସଭା ଆସନ ଥିଲା, ଓଡ଼ିଶାରେ କିଛି ଲୋକ ବିଜେପିକୁ ସାଇନ୍ ବୋର୍ଡ ପାର୍ଟି କହୁଥିଲେ । କିନ୍ତୁ ଏବେ ଓଡ଼ିଆ ଲୋକଙ୍କ ଆଶୀର୍ବାଦରେ ସେବା କରିବାର ସୁଯୋଗ ମିଳିଛି । ଲୋକ ମାନେ ଯାହାକୁ ଯେଉଁ ଭୂମିକା ଦେଇଛନ୍ତି, ଯାହାକୁ ସେବା କରିବାର ଭୂମିକା ଦେଇଛନ୍ତି, ସେ ସେବା କରୁ । ଯାହାକୁ ଦାୟିତ୍ଵ ସମ୍ପନ୍ନ ବିରୋଧୀ ଦଳ ଭାବେ ଦାୟିତ୍ଵ ଦେଇଛନ୍ତି, ସେ ତାକୁ ପାଳନ କରନ୍ତୁ । ବାକି ଲୋକ ବିଚାର କରିବେ ।

 ଅଧିକ ପଢନ୍ତୁ ଓଡିଶା ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Union Minister Dharmendra Pradhan's response to opposition party leader's comments | Argus News