Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମ

Banajyotshna Ray
Browse all articles by Banajyotshna Ray
·1 year ago
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମ

ଅର୍ଗସ ବ୍ୟୁରୋ:  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମ । କଟକ ନିଶ୍ଚିନ୍ତକୋଇଲିରେ ଅହମ୍ମଦ ବକ୍ସ ହାଇସ୍କୁଲର ହୀରକ ଜୟନ୍ତୀ ସମାରୋହରେ ହେବେ ସାମିଲ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସେହିପରୀ ସନ୍ଧ୍ୟାରେ ରାଜ୍ୟ ସଂଗ୍ରହାଳୟରେ ଏକ ପୁସ୍ତକ ଉନ୍ମୋଚନ କାର୍ଯକ୍ରମରେ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Union Minister Dharmendra Pradhan's visit to Odisha | Argus News