Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ

Ritu Das
Browse all articles by Ritu Das
·2 years ago
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ

ଅର୍ଗସ ବ୍ୟୁରୋ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ । ରାଉରକେଲାରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ଆଜି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ କେନ୍ଦ୍ରମନ୍ତ୍ରୀ । ଯେଉଠି ରାଉରକେଲା କେନ୍ଦ୍ରୀୟ ବିଦ୍ୟାଳୟ ସହ ଏନ୍‌ ଆଇ ଟି ରାଉରକେଲାରେ କେନ୍ଦ୍ରମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଛି । 

ଏହାପରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମରେ ସାମିଲ ହୋଇ ହିତାଧିକାରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଲୋଚନା ଶୁଣିବେ । ପରେ ଅପରାହ୍ନରେ ବଣାଇଗଡ଼ରେ ବଣାଇଗଡ଼ କଲେଜ୍‌ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ପ୍ରଧାନ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Union Minister Dharmendra | Argus News