କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଜି ତାଳଚେର ଗସ୍ତ
·2 years ago

ଅର୍ଗସ ବ୍ୟୁୀରୋ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ତାଳଚେର ରେଳ ଷ୍ଟେସନ ଗସ୍ତ କରିବେ। ସକାଳ 10ଟା 45ରେ ତାଳଚେର ରେଳ ଷ୍ଟେସନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା 525ଟି ରେଳ ଷ୍ଟେସନ 1500 ରେଳବାଇର ଫ୍ଲାଏ ଓଭର ଓ ଅଣ୍ଡରପାସର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେବେ।
ଭିସି ଜରିଆରେ ୪୧,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟ ପ୍ରକଳ୍ପର ଶିଳାନ୍ୟାସ କଲେ ମୋଦୀ
ଏହାପରେ ଅପରାହ୍ନ 3ଟାରେ MCL ସୁଭଦ୍ରା ଅଂଚଳରେ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ପରେ ରାତି 8ଟା 30ରେ ଭୁବନେଶ୍ବର ବିମାନବନ୍ଦରରୁ ଦିଲ୍ଲୀ ଯାତ୍ରା କରିବେ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: