କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ୍ ପୁଣି ଅସୁସ୍ଥ
·1 year ago

ଅର୍ଗସ ବ୍ୟୁରୋ: କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ୍ ପୁଣି ଅସୁସ୍ଥ। ଦିଲ୍ଲୀ ଏମ୍ସର ନ୍ୟୁ ପ୍ରାଇଭେଟ୍ ୱାର୍ଡରେ ଭର୍ତ୍ତି। ଗତ ୧୧ରେ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ ଜୁଏଲ୍।।
ସ୍ବାସ୍ଥ୍ୟ ଅବସ୍ଥା ବର୍ତ୍ତମାନ ସ୍ଥିର ରହିଥିବା ନେଇ ଜୁଏଲଙ୍କ ଅଫିସ୍ ତରଫରୁ ସୁଚନା। ଗତକାଲି ରାତିରେ ସ୍ବାସ୍ଥ୍ୟ ଅବସ୍ଥା ଠିକ୍ ନ ଲାଗିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: