Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଜେପି ଫୋକସରେ ଓଡ଼ିଶା

Jitendra Dash
Browse all articles by Jitendra Dash
·2 years ago
ବିଜେପି ଫୋକସରେ ଓଡ଼ିଶା

ଅର୍ଗସ ବ୍ୟୁରୋ : ବିଜେପି ଫୋକସରେ ଓଡ଼ିଶା । ଆଜି ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ଏହା ସହ ଦ୍ବିତୀୟ ଦିନ ଓଡ଼ିଶାରେ ପ୍ରଚାର କରିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ । ପୁରୀ କୃଷ୍ଣପ୍ରସାଦରେ ନୀତୀନ ଗଡ଼କରୀ ଏବଂ ମାଲକାନଗିରି ଏବଂ ଗଞ୍ଜାମ ଖଲ୍ଲିକୋଟରେ ପ୍ରଚାର ମଙ୍ଗ ଧରିବେ ହେନନ୍ତ ବିଶ୍ବଶର୍ମା । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସେପଟେ ଆସନ୍ତାକାଲି ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ଭୁବନେଶ୍ବରରେ ଏକ ବିଶାଳ  ରୋଡ଼ ସୋ କରିବାର କର୍ଯ୍ୟକ୍ରମ ରହିଛି । ସେପଟେ ଲଗାତାର ଦ୍ବିତୀୟ ଦିନ ଓଡ଼ିଶାରେ ପ୍ରଚାର କରିବେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ । କୋରାପୁଟ, ଲକ୍ଷ୍ମୀପୁର ଓ ପଟାଙ୍ଗିରେ ଜନସଭାକୁ ସମ୍ବୋଧନ କରିବେ ବିଷ୍ଣୁଦେବ ସାଏ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Union Minister Nitin Gadkari and Assam Chief Minister Himanta Vishwasharma are coming today | Argus News