ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକାରୀ
·1 year ago

ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ। ଏପ୍ରିଲ ୧୯ ତାରିଖରେ ଭୁବନେଶ୍ୱର ଆସି ବରମୁଣ୍ଡା ଗ୍ରାଉଣ୍ଡରେ ରାଜ୍ୟ ପାଇଁ ଅନେକ ଜାତୀୟ ରାଜପଥ ପ୍ରକଳ୍ପର ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।
ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ଉପସଭାପତି ଗୋଲକ ମହାପାତ୍ର। ଓଡ଼ିଶାର ସାମଗ୍ରିକ ବିକାଶ ପାଇଁ କେନ୍ଦ୍ର ସରକାର ଗୁରୁତ୍ବ ଦେଉଥିବା ସେ କହିଛନ୍ତି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: