Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ପରଲୋକରେ ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓ

Odisha

ପରଲୋକରେ ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓ

Swayangprajna Mishra
Browse all articles by Swayangprajna Mishra
·2 years ago
ପରଲୋକରେ ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓ

ଅର୍ଗସ ବ୍ୟୁରୋ :  ଆରପାରିରେ ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓ। ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ  ଚେନ୍ନାଇର ଏଖ ମେଡିକାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସିତ ଅବସ୍ଥାରେ ପରଲୋକ ଘଟିଥିବା ସୂଚନା। ଗତକାଲି ସୁଜ୍ଞାନୀଙ୍କୁ ଭେଟିବାକୁ ଚେନ୍ନାଇ ଯାଇଥିଲେ ମୁଖ୍ୟମନ୍ତ୍ରୀ।  ସେ 10 ଥର ବିଧାୟିକା ଭାବରେ ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି। ଖଲିକୋଟ ରାଣୀ ଭାବେ ମଧ୍ୟ ପରିଚିତ ଥିଲେ ସୁଜ୍ଞାନ।

ଅଧିକ ପଢନ୍ତୁ ଓଡିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
v sugyan kumari passed away | Argus News