CM Meeting / ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ବେଦାନ୍ତ ମୁଖ୍ୟ ଅନିଲ ଅଗ୍ରୱାଲ
·10 months ago·2 min read

Key Points
ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ବେଦାନ୍ତ ମୁଖ୍ୟ ଅନିଲ ଅଗ୍ରୱାଲ। ଅପରାହ୍ନ ୩.୩୦ ରେ ଲୋକସେବା ଭବନରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଅଧିକ ପୁଞ୍ଜି ନିବେଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବେଦାନ୍ତ ମୁଖ୍ୟ।
ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବେ ବେଦାନ୍ତ ମୁଖ୍ୟ ଅନିଲ ଅଗ୍ରୱାଲ। ଅପରାହ୍ନ ୩.୩୦ ରେ ଲୋକସେବା ଭବନରେ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ଅଧିକ ପୁଞ୍ଜି ନିବେଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବେଦାନ୍ତ ମୁଖ୍ୟ। ସେ କିଛି ଦିନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ।
ଓଡ଼ିଶାରେ ବୃହତ୍ତ ଆଲୁମିନିୟମ୍ ପ୍ରକଳ୍ପ ପାଇଁ ପ୍ରସ୍ତାବ ଦେଇଥିଲେ।
ଆହୁରି ପଢ଼ନ୍ତୁ: ହୋଟେଲ୍ରେ ୩୦ ଜଣ ଏକାଠି କ'ଣ ଥିଲା ସେମାନଙ୍କ ଉଦ୍ଦେଶ୍ୟ ?
ଅନୀଲ ଅଗ୍ରୱାଲ ୧ ଲକ୍ଷ ୬୦ହଜାର କୋଟି ଟଙ୍କାର ନିବେଶ ଓଡ଼ିଶାରେ କରିବେ ବୋଲି ଚିଠିରେ ଉଲ୍ଲେଖ କରିଥିଲେ। ଯାହାଦ୍ୱାରା ୩୦ଲକ୍ଷ ଟନର ଆଲୁମିୟମ୍ ଉତ୍ପାଦନ ହେବ। ଆଉ ସାଢେ ୩ବର୍ଷ ଭିତରେ ପ୍ରକଳ୍ପ ସାରିବାକୁ ପ୍ରସ୍ତାବ ଦେଇଥିଲେ। Down streem aluminum park କରିବାକୁ ପ୍ରସ୍ତାବ ରଖିଥିଲେ।
ଏହାସହ ପଢ଼ନ୍ତୁ:ପୋଲିସ ଏସ୍ଆଇ ପରୀକ୍ଷା ଦୁର୍ନୀତି, ଏଣିକି CBI କରିବ ତଦନ୍ତ
ପୋଲିସ SI ସ୍କାମ୍ ଘଟଣା । CBIକୁ ହସ୍ତାନ୍ତର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି । ଦୁର୍ନୀତିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ସନ୍ଦେହ । ଏସବୁକୁ ଦୃଷ୍ଟିରେ ରଖି ଦୁର୍ନୀତିର ସଂପୂର୍ଣ୍ଣ ପର୍ଦ୍ଦାଫାସ୍ ପାଇଁ CBIକୁ ହସ୍ତାନ୍ତର କରିବାକୁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏଭଳି ବଡ଼ ନିଷ୍ପତ୍ତି ନେଇଛନ୍ତି । ଏକ ସ୍ଥାୟୀ ଆୟୋଗ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ବିଚାର କରୁଛନ୍ତି । ପୋଲିସ ଓ ଅନ୍ୟାନ୍ୟ ପୋଷାକଧାରୀ କର୍ମଚାରୀ ଚୟନ ପାଇଁ ହେବ ସ୍ଥାୟୀ ଆୟୋଗ ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଓଡିଶା ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ସି.ଆଇ.ଡିକୁ ଦିଆଯାଇଥିଲା । ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ଅନୁସଂଧାନରୁ ଜଣାଯାଇଛି ଯେ ଏହି ଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇପାରେ। ଏହା ସହିତ ଏହି ଦୁର୍ନୀତିରେ ଆନ୍ତ-ରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି ।
Related Topics
Explore more stories