Videos
|
Odisha

ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି

Manini Pattanayak
Browse all articles by Manini Pattanayak
·2 years ago
ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ:  ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ହସ୍ପିଟାଲରେ ଭର୍ତ୍ତି । ଗୋଟିଏ ସପ୍ତାହ ମଧ୍ୟରେ ୨ ଥର ହସ୍ପିଟାଲରେ ହେଲେଣି ଭର୍ତ୍ତି । ଆଡଭାନୀଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ଦିଲ୍ଲୀର ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । 

ଗତ ସପ୍ତାହେ ପୂର୍ବରୁ ମଧ୍ୟ ଆଡଭାନୀଙ୍କ ସ୍ବାସ୍ଥ୍ୟ ଖରାପ ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା । ତେବେ ପରେ ଚିକିତ୍ସା କରାଯାଇ ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା । ଆଡଭାନୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେ ସ୍ଥିର ରହିଛି । ସ୍ବତନ୍ତ୍ର ଡାକ୍ତରୀ ଦଳ ତାଙ୍କ ସ୍ବାସ୍ଥ୍ୟବସ୍ଥା ଉପରେ ନଜର ରଖିଛନ୍ତି । 

ଅଧିକ ପଢନ୍ତୁ ଭାରତ ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Veteran BJP leader Lal Krishna Advani was admitted to the Apollo Hospital in Delhi on Wednesday night, sources said. | Argus News