Vigilance Raid / ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲେ, ମାଡ଼ି ବସିଲା ଭିଜିଲାନ୍ସ
·1 hour ago·1 min read

Key Points
ଭିଜିଲାନ୍ସ ଜାଲରେ ଡେପୁଟି ଫରେଷ୍ଟ ରେଞ୍ଜର
୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲେ, ମାଡ଼ି ବସିଲା ଭିଜିଲାନ୍ସ
ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର ମୌସୁମୀ ବେହେରା

ଭୂବନେଶ୍ବର,୨୯/୧୦: ଭିଜିଲାନ୍ସ ଜାଲରେ ଡେପୁଟି ଫରେଷ୍ଟ ରେଞ୍ଜର। ଫୁଲନଖରା ଡେପୁଟି ଫରେଷ୍ଟ ରେଞ୍ଜର ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ I ନିଜ ରେଞ୍ଜ ଅଧୀନସ୍ଥ ଜଣେ କର୍ମଚାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ଡେପୁଟି ଫରେଷ୍ଟ ରେଞ୍ଜର ମୌସୁମୀ ବେହେରା ।
ବୃକ୍ଷରୋପଣ ସ୍ଥାନଗୁଡ଼ିକର ରକ୍ଷଣାବେକ୍ଷଣ ଏବଂ ଅନ୍ୟାନ୍ୟ ସମ୍ବନ୍ଧୀୟ କାର୍ଯ୍ୟ ପାଇଁ ଉଦ୍ଦିଷ୍ଟ ବିଲ୍ ପାସ୍ କରିବା ବଦଳରେ ସେ ଏହି ଲାଞ୍ଚ ଦାବି କରିଥିଲେ ଡେପୁଟି ଫରେଷ୍ଟ ରେଞ୍ଜର ମୌସୁମୀ ବେହେରା I ବିଲ୍ ପାସ୍ କରିବା ପାଇଁ ଫୁଲନଖରା ରେଞ୍ଜର ଜଣେ କର୍ମଚାରୀଙ୍କ ଠାରୁ ୧,୦୦,୦୦୦ ଟଙ୍କା ଲାଞ୍ଚ ଦାବି କରି ଥିଲେ ।
ପଢନ୍ତୁ ଏହି ଖବର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ABEOଙ୍କ ୭ଟି ସ୍ଥାନରେ ଭିଜିଲାନ୍ସ ରେଡ୍
୩ ମାସର ଅର୍ଥରାଶି ମଞ୍ଜୁର କରିବା ପାଇଁ ୧ ଲକ୍ଷ ଟଙ୍କା ଲାଞ୍ଚ ମାଗି ଥିବା ବେଳେ ଭିଜିଲାନ୍ସ ରେ ଅଭିଯୋଗ କରିଥିଲେ ଅଭିଯୋଗ କାରୀ I ଭିଜିଲାନ୍ସର ଏକ ଟିମ୍ ଲାଞ୍ଚ ନେଉଥିବାବେଳେ ରେଡ୍ ହ୍ୟାଣ୍ଡ ମୌସୁମୀ ବେହେରାଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଥିଲା।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ଏହି ଘଟଣାରେ ତାଙ୍କ ଅଫିସ ସମେତ ବିଭିନ୍ନ ସ୍ଥାନରେ ରେଡ୍ ଚାଲିଥିବା ବେଳେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବି ଦୁଇଟି ସ୍ଥାନରେ ଏକକାଳୀନ ଚଢ଼ାଉ ଚାଲିଛି।
Related Topics
Explore more stories